Apananka Swar | Odisha Breaking News, Latest News, Weather Updates, Odisha News Live - : POLITICS
<dc:language>en</dc:language>
ADR report: ଡିକେ ଶିବକୁମାର ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ, ତୃତୀୟ ସ୍ଥାନରେ ବିଜୟ
<description><![CDATA[ ନୂଆଦିଲ୍ଲୀ: ଦେଶର ବର୍ତ୍ତମାନର ୩୧ ଜଣ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତିକୁ ନେଇ ଆସୋସିଏସନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ପକ୍ଷରୁ ପ୍ରକାଶିତ ସର୍ବଶେଷ ବିଶ୍ଳେଷଣରେ ୪ ଜଣ ମୁଖ୍ୟମନ୍ତ୍ରୀଙ୍କ ଘୋଷିତ ସମ୍ପତ୍ତି ୧୦୦ କୋଟି ଟଙ୍କାରୁ ଅଧିକ ବୋଲି ଜଣାପଡ଼ିଛି। ଏହି ତାଲିକାର ଶୀର୍ଷରେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ରହିଛନ୍ତି। ତାଙ୍କର ମୋଟ ଘୋଷିତ ସମ୍ପତ୍ତି ୧,୪୧୩ କୋଟି ଟଙ୍କା। ଏହି ତାଲିକା ନିର୍ବାଚନ ସତ୍ୟପାଠରେ ଦର୍ଶାଯାଇଥିବା ସମ୍ପତ୍ତି ଆଧାରରେ ପ୍ରସ୍ତୁତ କରାଯାଇଛି।
ତାଲିକାର ଦ୍ୱିତୀୟ ସ୍ଥାନରେ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଏନ୍‌ ଚନ୍ଦ୍ରବାବୁ ନାଇଡୁ ରହିଛନ୍ତି। ତାଙ୍କର ଘୋଷିତ ସମ୍ପତ୍ତି ୯୩୧ କୋଟି ଟଙ୍କା। ତୃତୀୟ ସ୍ଥାନରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ଅଭିନେତା ସି ଜୋସେଫ୍‌ ବିଜୟ (ବିଜୟ ଥାଲାପତି) ଅଛନ୍ତି। ତାଙ୍କ ଘୋଷିତ ସମ୍ପତ୍ତି ପ୍ରାୟ ୬୪୮ କୋଟି ଟଙ୍କା। ଚତୁର୍ଥ ସ୍ଥାନରେ ଅଛନ୍ତି ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଯାହାଙ୍କ ଘୋଷିତ ସମ୍ପତ୍ତିର ମୂଲ୍ୟ ୩୩୨ କୋଟି ଟଙ୍କା। ଏଡିଆର୍‌ର ବିଶ୍ଳେଷଣ ଅନୁସାରେ, ୩୧ ଜଣ ମୁଖ୍ୟମନ୍ତ୍ରୀଙ୍କ ହାରାହାରି ଘୋଷିତ ସମ୍ପତ୍ତି ୧୧୮.୦୭ କୋଟି ଟଙ୍କା। ଏଥିରୁ ୪ ଜଣଙ୍କ ସମ୍ପତ୍ତି ୧୦୦ କୋଟି ଟଙ୍କାରୁ ଅଧିକ ଥିବାବେଳେ ଅନ୍ୟମାନଙ୍କ ସମ୍ପତ୍ତି ଏହାଠାରୁ କମ୍‌। ରିପୋର୍ଟରେ ମୁଖ୍ୟମନ୍ତ୍ରୀମାନଙ୍କ ସମ୍ପତ୍ତି ସହ ଆପରାଧିକ ମାମଲା ଓ ଶିକ୍ଷାଗତ ଯୋଗ୍ୟତା ସମ୍ପର୍କିତ ତଥ୍ୟ ମଧ୍ୟ ସାମିଲ କରାଯାଇଛି। ]]></description>
Dharmendra Pradhan: ଭୁବନେଶ୍ୱରରେ ସମ୍ବଲପୁର ଲୋକସଭା ସଦସ୍ୟ ଧର୍ମେନ୍ଦ୍ର ପ୍ରଧାନ, ବିମାନବନ୍ଦରରେ ଭବ୍ୟ ସ୍ବାଗତ
<description><![CDATA[ ଭୁବନେଶ୍ୱର: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା  ସମ୍ବଲପୁର ଲୋକସଭା ସଦସ୍ୟ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ ଦିଆଯାଇଥିଲା। ତାଙ୍କ ଆଗମନ ପୂର୍ବରୁ ବିମାନବନ୍ଦର ବାହାରେ ବହୁ ସଂଖ୍ୟକ ବିଜେପି କର୍ମୀ ଓ ସମର୍ଥକ ଏକତ୍ରିତ ହୋଇଥିଲେ। ବିଜେପିର ବହୁ ବିଧାୟକ ଓ ବରିଷ୍ଠନେତାମାନେ ମଧ୍ୟ ସେଠାରେ ଉପସ୍ଥିତ ରହି ଧର୍ମେନ୍ଦ୍ର ପ୍ରଧାନଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ।
 ଏହି ଅବସରରେ ବିଧାୟକ ଅମର ନାୟକ, ଟଙ୍କଧର ତ୍ରିପାଠୀ, ପୂର୍ବତନ ରାଜ୍ୟ ବିଜେପି ସଭାତି ସମୀର ମହାନ୍ତି, ବରିଷ୍ଠ ନେତା ଗୋ‌ଲକ ମହାପାତ୍ର ପ୍ରମୁଖଙ୍କୁ ବିମାନବନ୍ଦରରେ ଦେଖିବାକୁ ମିଳିଥିଲା। ଧର୍ମେନ୍ଦ୍ର ପ୍ରଧାନ ବିମାନବନ୍ଦରରୁ ବାହାରିବା ସମୟରେ କର୍ମୀମାନେ ଜିନ୍ଦାବାଦ ସ୍ଲୋଗାନ ଦେବା ସହ ତାଙ୍କୁ ଫୁଲମାଳ ପିନ୍ଧାଇ ଅଭିନନ୍ଦନ ଜଣାଇଥିଲେ ।
ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିଲା
ବିମାନବନ୍ଦର ପରିସରରେ କିଛି ସମୟ ପାଇଁ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିଲା । ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଥିଲା । ଏହି ଗସ୍ତକୁ ନେଇ ବିଜେପି କର୍ମୀଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଥିଲା । ଆଗାମୀ ବୈଠକ ଓ ବିଭିନ୍ନ ସାଙ୍ଗଠନିକ କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟସୂଚୀ ଥିବା ସୂଚନା ମିଳିଛି । ]]></description>